ଲେବୀୟ ପୁସ୍ତକ 3:5 - ଓଡିଆ ବାଇବେଲ5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Sien die hoofstukପବିତ୍ର ବାଇବଲ5 ତହୁଁ ହାରୋଣର ପୁତ୍ରଗଣ ଯଜ୍ଞବେଦିରେ ଏହିସବୁ ସହିତ ଅଗ୍ନିକାଠରେ ଥିବା ହୋମବଳିକୁ ଦଗ୍ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ଅଟେ। Sien die hoofstuk |