ଲେବୀୟ ପୁସ୍ତକ 4:9 - ଓଡିଆ ବାଇବେଲ9 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ। Sien die hoofstukପବିତ୍ର ବାଇବଲ9 ସେ ଦୁଇଟି ଗୁରୁଦା, ମେଦର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ଗୁରୁଦାର ଏବଂ ଯକୃତର ମେଦ ଏବଂ ନିମ୍ନଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରିନେବା ଉଚିତ୍। Sien die hoofstuk |