ଲେବୀୟ ପୁସ୍ତକ 5:8 - ଓଡିଆ ବାଇବେଲ8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ତ ମୋଡ଼ିବ, ମାତ୍ର ଦୁଇ ଖଣ୍ତ କରିବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ। Sien die hoofstukପବିତ୍ର ବାଇବଲ8 ପୁଣି ସେ ସେଗୁଡ଼ିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନୈବେଦ୍ୟ ଉତ୍ସର୍ଗ କରି, ତା'ର ବେକରୁ ମୁଣ୍ଡ ମୋଡ଼ିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ। Sien die hoofstuk |