ଲେବୀୟ ପୁସ୍ତକ 6:27 - ଓଡିଆ ବାଇବେଲ27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ଯେ କିଛି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯେବେ କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ। Sien die hoofstukପବିତ୍ର ବାଇବଲ27 ଯେକେହି ପାପାର୍ଥକ ବଳିର ମାଂସକୁ ସ୍ପର୍ଶ କରିବ, ସେ ପବିତ୍ର ହେବ, “ପୁଣି ଯେବେ କୌଣସି ବସ୍ତ୍ରରେ ସେ ପାପାର୍ଥକ ବଳିର ରକ୍ତ ଛିଟା ପଡ଼ିଥାଏ, ତେବେ ତୁମ୍ଭେ ସେହି ବସ୍ତ୍ରକୁ ପବିତ୍ର ସ୍ଥାନରେ ଧୌତ କରିବ। Sien die hoofstuk |