ଲେବୀୟ ପୁସ୍ତକ 6:6 - ଓଡିଆ ବାଇବେଲ6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟାନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ। Sien die hoofstukପବିତ୍ର ବାଇବଲ6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତା'ର ଦୋଷାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବ। ପୁଣି ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁଣ ମେଷ ଦୋଷାର୍ଥକ ନୈବେଦ୍ୟ ରୂପେ ଯାଜକ ନିକଟକୁ ଆଣିବ। Sien die hoofstuk |