ଲେବୀୟ ପୁସ୍ତକ 7:16 - ଓଡିଆ ବାଇବେଲ16 ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)16 ମାତ୍ର ଯେବେ ସେହି ଉପହାର ବଳି ତାହାର ମାନତ ବା ସ୍ଵେଚ୍ଛାଦତ୍ତ ଉପହାର ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ। Sien die hoofstukପବିତ୍ର ବାଇବଲ16 “ମାତ୍ର ଯଦି ସେହି ମଙ୍ଗଳାର୍ଥକ ବଳି ପ୍ରତିଜ୍ଞା ବା ସ୍ୱେଚ୍ଛାଦତ୍ତ ଉପହାର ହୁଏ। ତେବେ ସେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନ ହିଁ ତାହା ଭୋଜନ କରିବ। ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ ତାହା ପରଦିନ ପ୍ରାତଃକାଳରେ ଭୋଜନ କରିବ। Sien die hoofstuk |