ଲେବୀୟ ପୁସ୍ତକ 7:30 - ଓଡିଆ ବାଇବେଲ30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ। Sien die hoofstukପବିତ୍ର ବାଇବଲ30 ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଳନୀୟ ନୈବେଦ୍ୟ ଆଣିବ। ସେ ବକ୍ଷ ଏବଂ ମେଦ ଆଣି ଯାଜକକୁ ଦେବା ଉଚିତ୍। ସେହି ବକ୍ଷ ତା'ର ଆଗରେ ଉଠାଯାଇ ସଦାପ୍ରଭୁଙ୍କୁ ଉପହାର ଦିଆଯିବ। Sien die hoofstuk |