ଲେବୀୟ ପୁସ୍ତକ 7:9 - ଓଡିଆ ବାଇବେଲ9 ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ପକ୍ଵ ଯେତେ ଭକ୍ଷ୍ୟ-ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ। Sien die hoofstukପବିତ୍ର ବାଇବଲ9 ପ୍ରତ୍ୟେକ ଶସ୍ୟ ନୈବେଦ୍ୟ ଯାହା ତୁନ୍ଦୁରରେ ବା କରେଇରେ ପକ୍ୱ କରାଯାଏ, ସେସବୁ ଉତ୍ସର୍ଗକାରୀ ଯାଜକର ହେବ। Sien die hoofstuk |