Aanlyn Bybel

- Advertensies -




ଗଣନା ପୁସ୍ତକ 11:23 - ଓଡିଆ ବାଇବେଲ

23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”

Sien die hoofstuk Kopieer

ପବିତ୍ର ବାଇବଲ

23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “କ’ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭେମାନେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ୟ ତୁମ୍ଭ ପ୍ରତି ସତ ହେବ।”

Sien die hoofstuk Kopieer




ଗଣନା ପୁସ୍ତକ 11:23

Volg ons:

Advertensies


Advertensies