ଗଣନା ପୁସ୍ତକ 13:30 - ଓଡିଆ ବାଇବେଲ30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।” Sien die hoofstukପବିତ୍ର ବାଇବଲ (Re-edited) - (BSI)30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷା; କରି କହିଲେ, ଆସ, ଆମ୍ଭେମାନେ ଏକାବେଳକେ ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।” Sien die hoofstukପବିତ୍ର ବାଇବଲ30 କାଲେବ୍ ମୋଶାଙ୍କ ନିକଟରେ ଥିବା ଲୋକମାନଙ୍କୁ କହିଲେ, “ଆସ ଆମ୍ଭେମାନେ ଏହାକୁ ଅକ୍ତିଆର କରିବା, ସେମାନଙ୍କୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି।” Sien die hoofstuk |