ଗଣନା ପୁସ୍ତକ 14:15 - ଓଡିଆ ବାଇବେଲ15 ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ, Sien die hoofstukପବିତ୍ର ବାଇବଲ (Re-edited) - (BSI)15 ବର୍ତ୍ତମାନ ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ, Sien die hoofstukପବିତ୍ର ବାଇବଲ15 ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକାଥରେ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭ ଶକ୍ତିର କଥା ଶୁଣିଛନ୍ତି, ସେମାନେ କହିବେ, Sien die hoofstuk |