ଗଣନା ପୁସ୍ତକ 14:27 - ଓଡିଆ ବାଇବେଲ27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଶୁଣିଲୁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ। Sien die hoofstukପବିତ୍ର ବାଇବଲ27 “ମୋ’ ବିରୁଦ୍ଧରେ ଅଭିଯୋଗ କରାଯାଉଛି, ମୁଁ କେତେକାଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇସ୍ରାଏଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି। Sien die hoofstuk |