ଗଣନା ପୁସ୍ତକ 14:30 - ଓଡିଆ ବାଇବେଲ30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ହସ୍ତ ଉଠାଇଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ତୁମ୍ଭେମାନେ ପ୍ରବେଶ କରିବ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ। Sien die hoofstukପବିତ୍ର ବାଇବଲ30 ତୁମ୍ଭମାନଙ୍କ ମଧ୍ୟରୁ କେହି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦେବାକୁ ପ୍ରତିଜ୍ଞା କରିଥିଲୁ, ସେଠାରେ ପ୍ରବେଶ କରି ପାରିବ ନାହିଁ। କେବଳ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ସେ ଦେଶରେ ପ୍ରବେଶ କରିବେ। Sien die hoofstuk |