ଗଣନା ପୁସ୍ତକ 14:36 - ଓଡିଆ ବାଇବେଲ36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ, Sien die hoofstukପବିତ୍ର ବାଇବଲ (Re-edited) - (BSI)36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ତାହା ବିରୁଦ୍ଧରେ ସମସ୍ତ ମଣ୍ତଳୀକି ବଚସା କରାଇଥିଲେ, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ, Sien die hoofstukପବିତ୍ର ବାଇବଲ36 ଯେଉଁ ଲୋକମାନଙ୍କୁ ମୋଶା ସେ ଦେଶ ଅନୁସନ୍ଧାନ କରିବାକୁ ପ୍ରେରଣ କରିଥିଲେ, ସେମାନେ ଫେରି ଆସି ସେହି ଦେଶର ଅଖ୍ୟାତି ପ୍ରଗ୍ଭର କଲେ ଓ ସମସ୍ତ ମଣ୍ତଳୀ ବିରୁଦ୍ଧରେ ଅଭିଯୋଗ ଆଣିଲେ। Sien die hoofstuk |