ଗଣନା ପୁସ୍ତକ 15:19 - ଓଡିଆ ବାଇବେଲ19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ। Sien die hoofstukପବିତ୍ର ବାଇବଲ19 ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କୁ ଏହାର କିଛି ଅଂଶ ଅର୍ପଣ କରିବା ଉଚିତ୍। Sien die hoofstuk |