Aanlyn Bybel

- Advertensies -




ଗଣନା ପୁସ୍ତକ 15:6 - ଓଡିଆ ବାଇବେଲ

6 ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

6 ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନ୍ର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,

Sien die hoofstuk Kopieer

ପବିତ୍ର ବାଇବଲ

6 “ଆଉ ଏକ ମେଷ ନିମନ୍ତେ ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ଏକ ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ।

Sien die hoofstuk Kopieer




ଗଣନା ପୁସ୍ତକ 15:6

Volg ons:

Advertensies


Advertensies