ଗଣନା ପୁସ୍ତକ 17:13 - ଓଡିଆ ବାଇବେଲ13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା ?” Sien die hoofstukପବିତ୍ର ବାଇବଲ (Re-edited) - (BSI)13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବାଣ? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା?” Sien die hoofstukପବିତ୍ର ବାଇବଲ13 ଯେକେହି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିକଟକୁ ଆସୁଛି, ସେ ମରୁଅଛି, ଏହା କ’ଣ ସତ୍ୟ ଆମ୍ଭେ ସମସ୍ତେ ପ୍ରାଣ ଛାଡ଼ି ବିନଷ୍ଟ ହେବା?” Sien die hoofstuk |