ଗଣନା ପୁସ୍ତକ 17:8 - ଓଡିଆ ବାଇବେଲ8 ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)8 ଏଥି ଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ଵୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ଵ ବାଦାମ ଫଳିଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। Sien die hoofstukପବିତ୍ର ବାଇବଲ8 ଏହା ପରେ ଆରଦିନ ମୋଶା ସାକ୍ଷ୍ୟ ତମ୍ବୁରେ ପ୍ରବେଶ କରି ସାକ୍ଷ୍ୟ ସିନ୍ଦୁକ ଦେଖିଲେ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କ ଆଶାବାଡ଼ି ଅଙ୍କୁରିତ ହୋଇଅଛି, ପୁଣି ଏହି ଅଙ୍କୁର ବାହାର ହେଲା। ଫୁଲ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। Sien die hoofstuk |