ଗଣନା ପୁସ୍ତକ 21:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ। Sien die hoofstukପବିତ୍ର ବାଇବଲ1 କିଣାନ ବଂଶୀୟ ରାଜା ଆରାଦ ଦକ୍ଷିଣ ପ୍ରଦେଶରେ ବାସ କରୁଥିବା ବେଳେ ଶୁଣିଲେ ଯେ ଇସ୍ରାଏଲର ଲୋକମାନେ ଅଥାରୀମର ପଥ ଦେଇ ଆସୁଛନ୍ତି। ତେଣୁ ସେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଓ ସେମାନଙ୍କ ମଧ୍ୟରୁ କେତେକଙ୍କୁ ବନ୍ଦୀ କଲେ। Sien die hoofstuk |