ଗଣନା ପୁସ୍ତକ 21:16 - ଓଡିଆ ବାଇବେଲ16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।” Sien die hoofstukପବିତ୍ର ବାଇବଲ (Re-edited) - (BSI)16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।” Sien die hoofstukପବିତ୍ର ବାଇବଲ16 ସେଠାରୁ ସେମାନେ ବେର ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର। ମୁଁ ସେମାନଙ୍କୁ ଜଳ ଦେବି।” Sien die hoofstuk |