ଗଣନା ପୁସ୍ତକ 22:28 - ଓଡିଆ ବାଇବେଲ28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।” Sien die hoofstukପବିତ୍ର ବାଇବଲ (Re-edited) - (BSI)28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମକୁ କହିଲା, ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।” Sien die hoofstukପବିତ୍ର ବାଇବଲ28 ତହୁଁ ସଦାପ୍ରଭୁ ଗଧ ମୁଖରେ ଭାଷା ଦେଲେ, ତେଣୁ ସେ ବିଲିୟମକୁ କହିଲା, “ମୁଁ ତୁମ୍ଭର କ’ଣ କଲି? କାହିଁକି ତୁମ୍ଭେ ରାଗି ମୋତେ ତିନିଥର ପ୍ରହାର କଲ?” Sien die hoofstuk |