ଗଣନା ପୁସ୍ତକ 23:13 - ଓଡିଆ ବାଇବେଲ13 ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।” Sien die hoofstukପବିତ୍ର ବାଇବଲ (Re-edited) - (BSI)13 ଏଉତ୍ତାରେ ବାଲାକ କହିଲେ, ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।” Sien die hoofstukପବିତ୍ର ବାଇବଲ13 ଏହା ପରେ ବାଲାକ୍ କହିଲେ, “ଦୟାକରି, ତୁମ୍ଭେ ମୋ’ ସହିତ ଏକ ସ୍ଥାନକୁ ଆସ, ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ। ତୁମ୍ଭେ କେବଳ ସେମାନଙ୍କୁ ଦେଖିବ ଯେଉଁମାନେ ଶେଷ ଭାଗରେ ଅଛନ୍ତି। କିନ୍ତୁ ତୁମ୍ଭେ ସମସ୍ତଙ୍କୁ ଦେଖି ପାରିବ ନାହିଁ। ସେହିଠାରୁ ମୋ’ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।” Sien die hoofstuk |