ଗଣନା ପୁସ୍ତକ 23:9 - ଓଡିଆ ବାଇବେଲ9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ। Sien die hoofstukପବିତ୍ର ବାଇବଲ9 ମୁଁ ସେମାନଙ୍କୁ ପର୍ବତ ଶିଖରରୁ ଦେଖୁଅଛି। ମୁଁ ସେମାନଙ୍କୁ ଗିରି ଶ୍ରେଣିରୁ ଦେଖୁଅଛି। ସେମାନେ ନିଜ ପାଇଁ ବଞ୍ଚନ୍ତି। ସେମାନେ ନିଜକୁ ଦେଶର ଏକ ଅଂଶ ବୋଲି ବିବେଚନା କରନ୍ତି ନାହିଁ। Sien die hoofstuk |