ଗଣନା ପୁସ୍ତକ 24:3 - ଓଡିଆ ବାଇବେଲ3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, Sien die hoofstukପବିତ୍ର ବାଇବଲ (Re-edited) - (BSI)3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି, Sien die hoofstukପବିତ୍ର ବାଇବଲ3 ଆଉ ବିଲିୟମ କହିଲା, “ଏହା ବିୟୋରର ପୁତ୍ର ବିଲିୟମର ବାର୍ତ୍ତା ଅଟେ। ଏହା ଜଣେ ମନୁଷ୍ୟର ବାର୍ତ୍ତା ଅଟେ, ଯିଏ ସ୍ପଷ୍ଟ ଭାବରେ ଦେଖେ। Sien die hoofstuk |