ଗଣନା ପୁସ୍ତକ 24:4 - ଓଡିଆ ବାଇବେଲ4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)4 ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି। Sien die hoofstukପବିତ୍ର ବାଇବଲ4 ଏହା ହେଉଛି ଜଣେ ବ୍ୟକ୍ତିର ବାର୍ତ୍ତା ଯିଏ ପରମେଶ୍ୱରଙ୍କଠାରୁ ଶୁଣେ। ସେ ହେଉଛି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କର ଦର୍ଶନ ପାଇଅଛ। ସେ ହେଉଛି ଜଣେ ଯିଏ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଆଗରେ ଭୂମିଷ୍ଠ ପ୍ରଣାମ କଲା, କିନ୍ତୁ ତା'ର ଚକ୍ଷୁଗୁଡ଼ିକ ଖୋଲା ଥିଲା। Sien die hoofstuk |