ଗଣନା ପୁସ୍ତକ 3:10 - ଓଡିଆ ବାଇବେଲ10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)10 ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ଵ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ତ ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।” Sien die hoofstukପବିତ୍ର ବାଇବଲ10 “ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିଯୁକ୍ତ କରିବ। ସେମାନେ ଯାଜକରୂପେ ସେବାକାର୍ଯ୍ୟ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆସେ, ତାକୁ ଆଇନ ସଙ୍ଗତ କାର୍ଯ୍ୟ କରିବ।” Sien die hoofstuk |