ଗଣନା ପୁସ୍ତକ 5:24 - ଓଡିଆ ବାଇବେଲ24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)24 ତହୁଁ ସେ ସେହି ସ୍ତ୍ରୀକି ଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ। Sien die hoofstukପବିତ୍ର ବାଇବଲ24 ତା'ପରେ ଯାଜକ ସେହି ସ୍ତ୍ରୀକୁ ଶାପଜନକ ତିକ୍ତଜଳ ପିଆଇବ। ତହିଁରେ ସେହି ଶାପଜନକ ତିକ୍ତଜଳ ତା'ର ଉଦରରେ ପ୍ରବେଶ କରିବ ଏବଂ କଷ୍ଟ ଦେବାର କାରଣ ହେବ, ଯଦି ସେ ଦୋଷୀ। Sien die hoofstuk |