ହିତୋପଦେଶ 3:11 - ଓଡିଆ ବାଇବେଲ11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳା; ହୁଅ ନାହିଁ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ। Sien die hoofstukପବିତ୍ର ବାଇବଲ11 ହେ ମୋର ପୁତ୍ର, ବେଳେବେଳେ ସଦାପ୍ରଭୁ ତୁମ୍ଭର ଭୁଲ୍ ଦେଖାଇ ଶାସ୍ତିବିଧାନ କରନ୍ତି। ସେଥିରେ ତୁମ୍ଭେ କ୍ରୋଧିତ ହୁଅ ନାହିଁ। ସେଥିରୁ ଶିକ୍ଷା କରିବାକୁ ଚେଷ୍ଟା କର। Sien die hoofstuk |