ହିତୋପଦେଶ 3:3 - ଓଡିଆ ବାଇବେଲ3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ। Sien die hoofstukପବିତ୍ର ବାଇବଲ3 ପ୍ରେମ, ବିଶ୍ୱାସ ଏବଂ ସତ୍ୟତା ତୁମ୍ଭକୁ କେବେ ପରିତ୍ୟାଗ କରିବା ଉଚିତ୍ ନୁହଁ। ଆପଣା ଗଳାରେ ସେଗୁଡ଼ିକ ବାନ୍ଧି ରଖ। ଆପଣା ହୃଦୟରେ ସେଗୁଡ଼ିକ ଲେଖିରଖ। Sien die hoofstuk |