ହିତୋପଦେଶ 6:27 - ଓଡିଆ ବାଇବେଲ27 କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ ? Sien die hoofstukପବିତ୍ର ବାଇବଲ (Re-edited) - (BSI)27 କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ? Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ? Sien die hoofstukପବିତ୍ର ବାଇବଲ27 ଯଦି କେହି ଲୋକ ତା'ର ବକ୍ଷ ଦେଶରେ ନିଆଁ ରଖିବ, ତେବେ ତାହା ପୋଡ଼ି ଯିବ। Sien die hoofstuk |