ରୋମୀୟ 1:2 - ଓଡିଆ ବାଇବେଲ2 ସେ ରୋମରେ ଥିବା ଈଶ୍ୱରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି । Sien die hoofstukପବିତ୍ର ବାଇବଲ (Re-edited) - (BSI)2 ସେ ରୋମରେ ଥିବା ଈଶ୍ଵରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି। Sien die hoofstukପବିତ୍ର ବାଇବଲ (CL) NT (BSI)2 ଧର୍ମଶାସ୍ତ୍ରରେ ଉଲ୍ଲେଖ ଥିବା ଅନୁଯାୟୀ ଏହି ସୁସମାଚାର ସମ୍ପର୍କରେ ଈଶ୍ୱର ବହୁ ପୁରା କାଳରୁ ତାଙ୍କ ଭାବବାଦୀମାନଙ୍କ ଦ୍ୱାରା ପ୍ରତିଶ୍ରୁତି ଦେଇଥିଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ରୋମରେ ଥିବା ଈଶ୍ବରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି। Sien die hoofstukପବିତ୍ର ବାଇବଲ2 ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟଦ୍ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି। Sien die hoofstuk |