ରୋମୀୟ 1:9 - ଓଡିଆ ବାଇବେଲ9 କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ୱରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ, Sien die hoofstukପବିତ୍ର ବାଇବଲ (Re-edited) - (BSI)9 କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ଵରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ, Sien die hoofstukପବିତ୍ର ବାଇବଲ (CL) NT (BSI)9 ସର୍ବାନ୍ତଃକରଣରେ ମୁଁ ଯେଉଁ ଈଶ୍ୱରଙ୍କର ସେବା କରୁଛି ଓ ଯେଉଁ ଈଶ୍ୱରଙ୍କ ପୁତ୍ରଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ପ୍ରଚାର କରୁଛି, ସେହି ଈଶ୍ୱର ମୋର ସାକ୍ଷୀ। ମୁଁ ଯାହା କହୁଛି; ତାହା ସତ୍ୟ, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇପାରେ, Sien die hoofstukପବିତ୍ର ବାଇବଲ9 ପ୍ରତିଥର ମୁଁ ପ୍ରାର୍ଥନା କଲାବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି। Sien die hoofstuk |