1 ଶାମୁୟେଲ 31:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ଼୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ। Ver Capítuloଓଡିଆ ବାଇବେଲ4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ। Ver Capítuloପବିତ୍ର ବାଇବଲ4 ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ। Ver Capítulo |