୧ ଥେସଲନୀକୀୟ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, Ver Capítuloପବିତ୍ର ବାଇବଲ (Re-edited) - (BSI)11 ପୁଣି, ତୁମ୍ଭମାନଙ୍କୁ ଦତ୍ତ ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, Ver Capítuloଓଡିଆ ବାଇବେଲ11 ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥି ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, Ver Capítuloପବିତ୍ର ବାଇବଲ (CL) NT (BSI)11 ଆଗରୁ ଯେପରି କହିଥିଲୁ, ଶାନ୍ତିରେ ଜୀବନ ଯାପନ କରିବା, ନିଜ କାର୍ଯ୍ୟରେ ମନୋନିବେଶ କରିବା ଓ ନିଜ ନିଜର ଜୀବିକା ଉପାର୍ଜନ କରିବା ତୁମ୍ଭମାନଙ୍କର ଲକ୍ଷ୍ୟ ହେଉ। Ver Capítuloପବିତ୍ର ବାଇବଲ11 ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ଯ୍ୟର ଯତ୍ନ ନିଅ। ନିଜ ହାତରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ। Ver Capítulo |