2 ବଂଶାବଳୀ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଶଲୋମନ ପରମେଶ୍ଵରଙ୍କୁ କହିଲେ, ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ। Ver Capítuloଓଡିଆ ବାଇବେଲ8 ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋ’ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ। Ver Capítuloପବିତ୍ର ବାଇବଲ8 ଶଲୋମନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋର ବାପା ଦାଉଦଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲ। ମୋର ବାପାଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କଲ। Ver Capítulo |