2 ବଂଶାବଳୀ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିମଧ୍ୟରେ ନବାଟର ପୁତ୍ର ଯାରବୀୟାମ, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ ସମ୍ବାଦ ପାଇ ମିସରରୁ ଫେରି ଆସିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)2 ଏଥି ମଧ୍ୟରେ ନବାଟର ପୁତ୍ର ଯାରବୀୟାମ୍, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ୍ ସମ୍ଵାଦ ପାଇ ମିସରରୁ ଫେରି ଆସିଲେ। Ver Capítuloଓଡିଆ ବାଇବେଲ2 ଏଥି ମଧ୍ୟରେ ନବାଟର ପୁତ୍ର ଯାରବୀୟାମ୍, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ୍ ସମ୍ବାଦ ପାଇ ମିସରରୁ ଫେରି ଆସିଲେ। Ver Capítuloପବିତ୍ର ବାଇବଲ2 ଯାରବିୟାମ୍ ମିଶରରେ ଥିଲେ, କାରଣ ସେ ରାଜା ଶଲୋମନଙ୍କଠାରୁ ପଳାୟନ କରିଥିଲେ। ଯାରବିୟାମ୍ ନବାଟଙ୍କ ପୁତ୍ର ଥିଲେ। ଯାରବିୟାମ୍ ଶୁଣିଲେ ଯେ, ରିହବିୟାମ୍ ନୂତନ ରାଜା ହେବାକୁ ଯାଉଅଛନ୍ତି। ତେଣୁ ଯାରବିୟାମ୍ ମିଶରରୁ ଫେରି ଆସିଲେ। Ver Capítulo |