2 ବଂଶାବଳୀ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେ ସେମାନଙ୍କୁ କହିଲେ, “ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ ନିକଟକୁ ଆସ” ତହିଁରେ ଲୋକମାନେ ଚାଲିଗଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେ ସେମାନଙ୍କୁ କହିଲେ, ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ କତିକି ଆସ। ତହିଁରେ ଲୋକମାନେ ଚାଲିଗଲେ। Ver Capítuloଓଡିଆ ବାଇବେଲ5 ତହୁଁ ସେ ସେମାନଙ୍କୁ କହିଲେ, “ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ ନିକଟକୁ ଆସ” ତହିଁରେ ଲୋକମାନେ ଚାଲିଗଲେ। Ver Capítuloପବିତ୍ର ବାଇବଲ5 ରିହବିୟାମ୍ ସେମାନଙ୍କୁ କହିଲେ, “ମୋ’ ନିକଟକୁ ତିନି ଦିନ ପରେ ପୁନର୍ବାର ଆସ।” ତେଣୁ ଲୋକମାନେ ଫେରିଗଲେ। Ver Capítulo |