2 ବଂଶାବଳୀ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)16 ଏଉତ୍ତାରେ ରିହବୀୟାମ୍ ଆପଣା ପିତୃଗଣ ସହିତ ଶୟନ କରି ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ। Ver Capítuloଓଡିଆ ବାଇବେଲ16 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ। Ver Capítuloପବିତ୍ର ବାଇବଲ16 ରିହବିୟାମ୍ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ବିଶ୍ରାମ ନେଲେ। ରିହବିୟାମଙ୍କୁ ଦାଉଦଙ୍କ ନଗରରେ କବର ଦିଆଗଲା। ଏହା ପରେ ରିହବିୟାମଙ୍କ ପୁତ୍ର ଅବିୟ ନୂତନ ରାଜା ହେଲେ। Ver Capítulo |