2 ବଂଶାବଳୀ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତଥାପି ଯାରବୀୟାମ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)13 ତଥାପି ଯାରବୀୟାମ୍ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ। Ver Capítuloଓଡିଆ ବାଇବେଲ13 ତଥାପି ଯାରବୀୟାମ୍ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ। Ver Capítuloପବିତ୍ର ବାଇବଲ13 କିନ୍ତୁ ଯାରବିୟାମ୍ ଅବିୟଙ୍କ ସୈନ୍ୟଦଳର ପଛେ ପଛେ ଗୋପନରେ ଯିବା ନିମନ୍ତେ ଏକ ଦଳ ସୈନ୍ୟଙ୍କୁ ପଠାଇଲେ। ଯାରବିୟାମଙ୍କ ସୈନ୍ୟଦଳ ଯିହୁଦୀୟଙ୍କ ସୈନ୍ୟଦଳର ସମ୍ମୁଖରେ ଥିଲେ। ଯାରବିୟାମଙ୍କ ସୈନ୍ୟଦଳରୁ ଲୁଚି ରହିଥିବା ସୈନ୍ୟମାନେ ଯିହୁଦାର ପଶ୍ଚାତ୍ରେ ଥିଲେ। Ver Capítulo |