2 ବଂଶାବଳୀ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅବୀୟ ଚାରି ଲକ୍ଷ ବଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ ଆଠ ଲକ୍ଷ ବଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା। Ver Capítuloପବିତ୍ର ବାଇବଲ (Re-edited) - (BSI)3 ଅବୀୟ ଚାରି ଲକ୍ଷ ବଚ୍ଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ୍ ଆଠ ଲକ୍ଷ ବଚ୍ଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା। Ver Capítuloଓଡିଆ ବାଇବେଲ3 ଅବୀୟ ଚାରି ଲକ୍ଷ ବଚ୍ଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ୍ ଆଠ ଲକ୍ଷ ବଚ୍ଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା। Ver Capítuloପବିତ୍ର ବାଇବଲ3 ଅବିୟଙ୍କ ସୈନ୍ୟଦଳରେ 400,000 ଜଣ ସାହସୀ ସୈନିକ ଥିଲେ। ଅବିୟ ସେହି ସୈନ୍ୟଦଳକୁ ଯୁଦ୍ଧକ୍ଷେତ୍ରକୁ କଢ଼ାଇ ନେଲେ। ଯାରବିୟାମଙ୍କ ସୈନ୍ୟଦଳରେ 800,000 ଜଣ ସାହସୀ ସୈନିକ ଥିଲେ। ଅବିୟଙ୍କ ସହିତ ଏକ ଯୁଦ୍ଧ ନିମନ୍ତେ ଯାରବିୟାମ୍ ପ୍ରସ୍ତୁତ ହେଲେ। Ver Capítulo |