2 ବଂଶାବଳୀ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)15 ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ତାଳି ପାଞ୍ଚ ହାତ ଥିଲା। Ver Capítuloଓଡିଆ ବାଇବେଲ15 ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା। Ver Capítuloପବିତ୍ର ବାଇବଲ15 ଶଲୋମନ ମନ୍ଦିରର ସମ୍ମୁଖରେ ଦୁଇଟି ସ୍ତମ୍ଭ ରଖିଲେ। ଏହି ସ୍ତମ୍ଭ ପଞ୍ଚତିରିଶ୍ ହାତ ଉଚ୍ଚ ଥିଲା। ଏହି ସ୍ତମ୍ଭ ଦୁଇଟିର ଅଗ୍ରଭାଗ ପାଞ୍ଚ ହାତରୁ ଟିକେ ଅଧିକ ଲମ୍ବ ଥିଲା। Ver Capítulo |