2 ବଂଶାବଳୀ 3:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ଵ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ। Ver Capítuloଓଡିଆ ବାଇବେଲ16 ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ। Ver Capítuloପବିତ୍ର ବାଇବଲ16 ଶଲୋମନ ହାର ପରି ଜଞ୍ଜିର ବନାଇଲେ। ଏହି ଜଞ୍ଜିରକୁ ସ୍ତମ୍ଭ ଦୁଇଟିର ଉପରି ଭାଗରେ ରଖିଲେ। ଶଲୋମନ 100ଟି ଡାଳିମ୍ବ ଆକୃତି ଚିତ୍ର ବନାଇଲେ ଏବଂ ସେଗୁଡ଼ିକୁ ଜଞ୍ଜିରରେ ଲଗାଇଲେ। Ver Capítulo |