La Biblia Online

- Anuncios -




2 ବଂଶାବଳୀ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

3 ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ର୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳାଯାଇଥିଲେ।

Ver Capítulo Copiar

ଓଡିଆ ବାଇବେଲ

3 ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।

Ver Capítulo Copiar

ପବିତ୍ର ବାଇବଲ

3 ଏହି ବୃହତ୍ ପିତ୍ତଳର କୁଣ୍ଡର ତଳ ପାର୍ଶ୍ୱର ଚତୁର୍ଦ୍ଦିଗରେ ଷଣ୍ଢର ପ୍ରତିମୂର୍ତ୍ତିସବୁ ଶୋଭା ପାଉଥିଲା। କୁଣ୍ଡର ଚତୁର୍ପାର୍ଶ୍ୱରେ ଦଶ ହାତ ପର୍ଯ୍ୟନ୍ତ ଦୁଇ ଧାଡ଼ିରେ ସେଗୁଡ଼ିକ ଥିଲା। କୁଣ୍ଡକୁ ଗଢ଼ାଯିବା ସମୟରେ ଏହି ଷଣ୍ଢ ପ୍ରତିମୂର୍ତ୍ତିଟିକୁ ତରଳେଇ ଠିକ୍ ସ୍ଥାନରେ ବସେଇ ଦିଆଯାଇଥିଲା।

Ver Capítulo Copiar




2 ବଂଶାବଳୀ 4:3

Síguenos en:

Anuncios


Anuncios