2 ବଂଶାବଳୀ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 “ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ; Ver Capítuloପବିତ୍ର ବାଇବଲ (Re-edited) - (BSI)14 ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ସ୍ଵର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ଵର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ; Ver Capítuloଓଡିଆ ବାଇବେଲ14 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ; Ver Capítuloପବିତ୍ର ବାଇବଲ14 ଶଲୋମନ କହିଲେ, “ହେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର ଆଉ କେହି ନାହାନ୍ତି। ଯେଉଁମାନେ ତୁମ୍ଭକୁ ଅନ୍ତର ସହିତ ମାନନ୍ତି, ତୁମ୍ଭେ ତୁମ୍ଭର ସେହି ଦାସମାନଙ୍କ ସହିତ ନିଶ୍ଚଳ ପ୍ରେମ ରଖିଥାଅ। Ver Capítulo |