2 ବଂଶାବଳୀ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ। Ver Capítuloପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ। Ver Capítuloଓଡିଆ ବାଇବେଲ15 ତୁମ୍ଭେ ଆପଣା ଦାସ ମୋ’ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ। Ver Capítuloପବିତ୍ର ବାଇବଲ15 ତୁମ୍ଭେ ତୁମ୍ଭର ଦାସ ଦାଉଦଙ୍କ ସହିତ କରିଥିବା ନିୟମ ରକ୍ଷା କରିଅଛ। ଦାଉଦ ମୋର ପିତା ଥିଲେ। ତୁମ୍ଭେ ଆପଣାର ମୁଖରେ ଏହି ପ୍ରତିଜ୍ଞା କରିଥିଲ। ଆଉ ଆଜି ତୁମ୍ଭେ ତୁମ୍ଭର ହସ୍ତ ଦ୍ୱାରା ସେହି ପ୍ରତିଜ୍ଞାକୁ ସତ୍ୟରେ ପରିଣତ କରିଅଛ। Ver Capítulo |