La Biblia Online

- Anuncios -




2 ବଂଶାବଳୀ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସଦାପ୍ରଭୁ ଶଲୋମନଙ୍କୁ ରାତ୍ରିରେ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଏହି ସ୍ଥାନକୁ ବଳିଦାନର ଗୃହ ରୂପେ ଆପଣା ପାଇଁ ମନୋନୀତ କଲୁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

12 ଏଥି ଉତ୍ତାରେ ସଦାପ୍ରଭୁ ଶଲୋମନଙ୍କୁ ରାତ୍ରିରେ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଏହି ସ୍ଥାନକୁ ବଳିଦାନର ଗୃହ ରୂପେ ଆପଣା ପାଇଁ ମନୋନୀତ କଲୁ।

Ver Capítulo Copiar

ଓଡିଆ ବାଇବେଲ

12 ଏଥିଉତ୍ତାରେ ସଦାପ୍ରଭୁ ଶଲୋମନଙ୍କୁ ରାତ୍ରିରେ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଏହି ସ୍ଥାନକୁ ବଳିଦାନର ଗୃହ ରୂପେ ଆପଣା ପାଇଁ ମନୋନୀତ କଲୁ।

Ver Capítulo Copiar

ପବିତ୍ର ବାଇବଲ

12 ଏହା ପରେ ସଦାପ୍ରଭୁ ରାତ୍ରି ସମୟରେ ଶଲୋମନଙ୍କ ନିକଟକୁ ଆସିଲେ। ସଦାପ୍ରଭୁ ତାଙ୍କୁ କହିଲେ, “ଶଲୋମନ, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଏବଂ ଆମ୍ଭେ ଏହି ସ୍ଥାନକୁ ମନ୍ଦିର ରୂପେ ମନୋନୀତ କରିଅଛୁ। ଯେଉଁଠାରେ ଲୋକମାନେ ମୋତେ ନୈବେଦ୍ୟ ଉତ୍ସର୍ଗ କରି ପାରିବେ।

Ver Capítulo Copiar




2 ବଂଶାବଳୀ 7:12

Síguenos en:

Anuncios


Anuncios