2 ବଂଶାବଳୀ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।” Ver Capítuloପବିତ୍ର ବାଇବଲ (Re-edited) - (BSI)3 ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ-ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ। Ver Capítuloଓଡିଆ ବାଇବେଲ3 ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।” Ver Capítuloପବିତ୍ର ବାଇବଲ3 ଇସ୍ରାଏଲର ସମସ୍ତ ଲୋକ ସ୍ୱର୍ଗରୁ ଅଗ୍ନି ପଡ଼ିବା ଦେଖିଲେ। ଇସ୍ରାଏଲର ଲୋକମାନେ ମନ୍ଦିର ଉପରେ ସଦାପ୍ରଭୁଙ୍କ ମହିମାକୁ ମଧ୍ୟ ଦେଖି ପାରିଲେ। ସେମାନେ ଭୂମି ଉପରେ ସେମାନଙ୍କର ମୁଣ୍ଡ ନୁଆଇଁ ଭୂମିଷ୍ଠ ପ୍ରଣାମ କଲେ। ସେମାନେ ସଦାପ୍ରଭୁଙ୍କର ଉପାସନା ଓ ଧନ୍ୟବାଦ କଲେ। ସେମାନେ ଗାଇଲେ, “ସଦାପ୍ରଭୁ ଉତ୍ତମ ଅଟନ୍ତି ଓ ତାଙ୍କର ଦୟା ଚିରକାଳ ନିମନ୍ତେ ଅବିରତ ରହିଥାଏ।” Ver Capítulo |