2 ବଂଶାବଳୀ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, “ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।” Ver Capítuloପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେ ଯେ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର। Ver Capítuloଓଡିଆ ବାଇବେଲ11 ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର। Ver Capítuloପବିତ୍ର ବାଇବଲ11 ଶଲୋମନ ଦାଉଦଙ୍କ ନଗରରୁ ଫାରୋଙ୍କର କନ୍ୟାଙ୍କୁ ତାଙ୍କ ନିମନ୍ତେ ସେ ନିର୍ମିତ କରିଥିବା ଗୃହକୁ ଆଣିଲେ। ଶଲୋମନ କହିଲେ, “ମୋର ସ୍ତ୍ରୀ ଇସ୍ରାଏଲର ରାଜା ଦାଉଦଙ୍କ ଗୃହରେ ବାସ କରିବ ନାହିଁ, କାରଣ ଯେଉଁ ସ୍ଥାନରେ ସଦାପ୍ରଭୁ ପରମେଶ୍ୱରଙ୍କର ବିଶେଷ ସିନ୍ଦୁକ ଥିଲା, ତାହା ପବିତ୍ର ସ୍ଥାନ ଅଟେ।” Ver Capítulo |