2 ବଂଶାବଳୀ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ଵାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ଵାରରେ ନିଯୁକ୍ତ କଲେ; କାରଣ ପରମେଶ୍ଵରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ। Ver Capítuloଓଡିଆ ବାଇବେଲ14 ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ। Ver Capítuloପବିତ୍ର ବାଇବଲ14 ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦେଶାବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଶଲୋମନ ଲେବୀୟମାନଙ୍କୁ ମଧ୍ୟ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଲେବୀୟମାନଙ୍କର କାର୍ଯ୍ୟ ଥିଲା ପ୍ରଶଂସା ଗାନରେ ନେତୃତ୍ୱ ଦେବା ଓ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ଦୈନନ୍ଦିନ ଯେଉଁ ବିଷୟମାନ କରାଯାଏ, ସେଥିରେ ଯାଜକମାନଙ୍କୁ ସାହାଯ୍ୟ କରିବା। ଆଉ ଶଲୋମନ ଦ୍ୱାର ନିକଟରେ ସେବାକାର୍ଯ୍ୟ କରିବା ନିମନ୍ତେ ଦ୍ୱାରପାଳମାନଙ୍କୁ ସେମାନଙ୍କର ଦଳ ଅନୁଯାୟୀ ମନୋନୀତ କଲେ। ପରମେଶ୍ୱରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। Ver Capítulo |