La Biblia Online

- Anuncios -




2 ବଂଶାବଳୀ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

20 ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ୍ ଅରଣ୍ୟ-ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।

Ver Capítulo Copiar

ଓଡିଆ ବାଇବେଲ

20 ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ ଅରଣ୍ୟ-ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।

Ver Capítulo Copiar

ପବିତ୍ର ବାଇବଲ

20 ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସ୍ଥାନରେ ନିର୍ମିତ ହୋଇଥିଲା। “ଲିବାନୋ‌ନ୍‌ର ଅରଣ୍ୟସ୍ଥିତ” ଗୃହର ସମସ୍ତ ଗୃହୋପକରଣ ଖାଣ୍ଟି ସୁନାରେ ନିର୍ମିତ ହୋଇଥିଲା। ଶଲୋମନଙ୍କ ସମୟରେ ରୂପା ଏକ ବହୁମୂଲ୍ୟ ଦ୍ରବ୍ୟରୂପେ ଗଣ୍ୟ ହେଉ ନ ଥିଲା।

Ver Capítulo Copiar




2 ବଂଶାବଳୀ 9:20

Síguenos en:

Anuncios


Anuncios